ଟର୍ମ ପ୍ଲାନ ସହ ଆସୁଥିବ ଅତିରିକ୍ତ ରାଇଡର୍ସକୁ ବୁଝନ୍ତୁ.. ବୀମା ପଲିସିରେ ଥିବା ରାଇଡର୍ସ ଅତିରିକ୍ତ ଲାଭ ଅଫର କରନ୍ତି। ଏହା ଏମିତି ବେନିଫିଟ୍‌(ଲାଭ) ହୋଇଥାଏ ଯାହା ଷ୍ଟାଣ୍ଡାର୍ଡ ବୀମାରେ ଆସିନଥାଏ। ଏଭଳି ଅନେକ ରାଇଡର୍ସ ଜୀବନ ବୀମା, ମୋଟର ବୀମା ଓ ସ୍ୱାସ୍ଥ୍ୟ ବୀମା ସହ ବିକ୍ରି କରାଯାଇଥାଏ। ଏହା ଜରିଆରେ ଗ୍ରାହକଙ୍କୁ ବିଶେଷ ସୁବିଧା ଦିଆଯାଇଥାଏ। ଟର୍ମ ଲାଇଫ୍ ଇନସ୍ୟୁରାନ୍ସ ରାଇଡର୍ସ କଣ? ବୀମା କମ୍ପାନି ଗତ ୭ରୁ ୮...
ବରିଷ୍ଠ ନାଗରିକଙ୍କ ପାଇଁ ସରକାର ଅନେକ ଯୋଜନା କରିଛନ୍ତି,ଯାହାର ଲକ୍ଷ୍ୟ ହେଉଛି ସେମାନଙ୍କ ଜୀବନକୁ ସହଜ କରିବା.. ୬୦ ପରର ଜୀବନ ହେଉଛି ଅବସରକାଳୀନ ଜୀବନ। ଅବସରକାଳୀନ ଜୀବନରେ ମଧ୍ୟ ଟଙ୍କାର ଆବଶ୍ୟକତା ହୋଇଥାଏ। ବରିଷ୍ଠ ନାଗରିକଙ୍କ ଜୀବନକୁ ସହଜ କରିବା ପାଇଁ ସରକାର ଅନେକ ଯୋଜନା କରିଛନ୍ତି। ସେହିଭଳି କିଛି ଯୋଜନା ବିଷୟରେ ଆଜି ଆମେ ପଢିବା। ଯାହାର ଫାଇଦା ବରିଷ୍ଠ ନାଗରିକ ନେଇ ପାରିବେ। ପ୍ରଧାନମନ୍ତ୍ରୀ ବୟ...
ଫାଇନାନ୍ସିଆଲ ପ୍ଲାନିଂରେ ଟର୍ମ ପଲିସି କିଣିବାକୁ ବିଶେଷଜ୍ଞ ପରାମର୍ଶ ଦେଇଥାନ୍ତି। ଟର୍ମ ପଲିସି ସବୁ ବିଶେଷଜ୍ଞଙ୍କ ପରାମର୍ଶ ତାଲିକାରେ ସବୁଠାରୁ ଆଗରେ ଥାଏ। ଆକସ୍ମିକ ବିପତ୍ତି ଯେମିତି ପଲିସି ଧାରକଙ୍କ ମୃତ୍ୟୁ ଭଳି ପରିସ୍ଥିତିରେ ଟର୍ମ ପଲିସି ପରିବାରକୁ ଆର୍ଥିକ ସୁରକ୍ଷା ଦେଇଥାଏ। ତେବେ ଏଥିରେ ପ୍ଲାନର ମ୍ୟାଚୁରିଟି ପରେ ପଲିସି ଧାରକଙ୍କୁ କୌଣସି ଟଙ୍କା ମିଳିନଥାଏ। ଟର୍ମ ପ୍ଲାନରେ ବୀମା କିଣୁଥିବା ବ୍ୟକ୍ତି ଆଗରୁ ନିର୍ଦ୍ଧାରିତ ସମୟ...
ତିନି ମାସ ଲୋନ୍ ନଶୁଝିଲେ କ୍ରେଡିଟ୍ ସ୍କୋର ହୋଇପାରେ ଖରାପ ଆପଣ ଯଦି କୌଣସି ବ୍ୟାଙ୍କରୁ ହୋମ୍ ଲୋନ୍ ନେଇଛନ୍ତି ତେବେ ଠିକ୍ ସମୟରେ ଇଏମଆଇ ପୈଠ କରିବା ଆପଣଙ୍କ ନୈତିକ କର୍ତ୍ତବ୍ୟ। କିନ୍ତୁ କିଛି ଆକସ୍ମିକ କାରଣରୁ ବେଳେ ବେଳେ ଇଏମଆଇ ଦେବାରେ ଅସୁବିଧା ହୋଇଥାଏ। ତେବେ ଇଏମଆଇ ଯଦି ଆପଣ କୌଣସି କାରଣରୁ ଦେଇ ପାରୁନାହାନ୍ତି ତେବେ ଆପଣଙ୍କ ପାଖରେ ବିକଳ୍ପ କ'ଣ ଅଛି? କଣ ବିକଳ୍ପ...
ଭୁଲ ଫଣ୍ଡ,ବୀମାରେ ନିବେଶ କରିଥିଲେ କେମିତି ଖୋଜିବେ ଏଗଜିଟ୍ ଡୋର? ଅନେକ ସମୟରେ ଆମେ ଆମ ଆଖ ପାଖରେ ଥିବା ନିବେଶ ଜ୍ଞାନୀଙ୍କ କଥାରେ ପଡି ଏମିତି ମ୍ୟୁଚୁଆଲ ଫଣ୍ଡ କିମ୍ବା ବୀମାରେ ନିବେଶ କରିଥାଉ ଯାହା ଆମ ପାଇଁ ଠିକ୍ ହୋଇନଥାଏ। କିନ୍ତୁ ଥରେ ନିବେଶ ଆରମ୍ଭ କରିବା ପରେ ଇଛା ନଥାଇ ମଧ୍ୟ ନିବେଶ ଜାରି ରଖିଥାଉ। ତେବେ ଏଭଳି ପରିସ୍ଥିତିର କ'ଣ କରିବା ଠିକ୍ ହେବ?...
ପୋଷ୍ଟାଲ ସେଭିଂ ଆକାଉଣ୍ଟରେ ନିବେଶ ଦିଏ ସେକ୍ସନ ୮୦(ସି) ଅନ୍ତର୍ଗତରେ ଟ୍ୟାକ୍ସ ରିହାତି ଭାରତୀୟ ଡାକ ସେବା କେବଳ ଚିଠି ବାଣ୍ଟେନାହିଁ ଏହା ମଧ୍ୟ ଉପଭୋକ୍ତାଙ୍କୁ ସଂଚୟ ସ୍କିମ୍ ଦେଇଥାଏ। ଏଭଳି ସ୍କିମ୍ ଗୁଡିକର ବିଶେଷତା ହେଲା ଏହା ପଛରେ ଥାଏ ଭାରତ ସରକାରଙ୍କ ଗ୍ୟାରେଣ୍ଟି। ପୋଷ୍ଟାଲ ସେଭିଂ ସ୍କିମ୍ ମଧ୍ୟରୁ କିଛିରେ ନିବେଶ ଉପରେ ଆପଣ ଆୟକର ଆଇନର ସେକ୍ସନ ୮୦(ସି) ଅନ୍ତର୍ଗତରେ ଟ୍ୟାକ୍ସ ରିହାତି ମଧ୍ୟ ପାଇ...
ରିଟାୟରମେଣ୍ଟ୍ ପ୍ଲାନିଂର କଥା ଉଠିଲେ ଦୁଇଟି ନିବେଶ- ପିପିଏଫ୍ ଓ ଏନପିଏସକୁ ନେଇ ଚର୍ଚ୍ଚା ହୁଏ। ତେବେ ଏହି ଦୁଇଟି ନିବେଶ ମଧ୍ୟରୁ ସର୍ବୋତ୍ତମ କିଏ ? ପିପିଏଫ ଆକାଉଣ୍ଟ୍ ୧୫ ବର୍ଷରେ ମ୍ୟାଚୁର ହୁଏ ଓ ୬ ବର୍ଷ ପରେ ଆଂଶିକ ଉଠାଣ ସୁବିଧା ଏନପିଏସରେ ପ୍ରତିବର୍ଷ ଅତିକମରେ ୧୦୦୦ ଟଙ୍କା ନିବେଶ,ସର୍ବାଧିକ ନିବେଶ ଉପରେ କିଛି ମଧ୍ୟ ପ୍ରତିବନ୍ଧକ ନାହିଁ ଇନକମ୍ ଗ୍ୟାରେଣ୍ଟି ଦୃଷ୍ଟିରୁ ପିପିଏଫ୍...
ଯଦି କ୍ରେଡିଟ୍ କାର୍ଡ ବ୍ୟବହାର କରୁଛନ୍ତି ତେବେ ୧୦ଟି କଥାକୁ ମନରେ ରଖନ୍ତୁ,ନହେଲେ କରଜ ଜାଲରେ ଛନ୍ଦି ହୋଇଯିବେ..  ଆପଣଙ୍କ କ୍ରେଡିଟ୍ କାର୍ଡ୍ ଆଉଟଷ୍ଟାଣ୍ଡିଂ ଢେର ଅଧିକ? ଉତ୍ତର ଯଦି ହଁ, ତେବେ ତୁରନ୍ତ ସତର୍କ ହୋଇଯାନ୍ତୁ। ପୁରୁଣା କରଜ ନଶୁଝା ହେବା ପର୍ଯ୍ୟନ୍ତ ନୁଆ କିଛି କିଣନ୍ତୁ ନାହିଁ। ୧ରୁ ୩ ମାସ ମଧ୍ୟରେ ପୁରୁଣା ବକେୟା ସବୁ ଶୁଝିବା ପାଇଁ ରଣନୀତି ତିଆରି କରନ୍ତୁ। ସବୁ...
କେମିତି ଅଳ୍ପ ଅଳ୍ପ ଜମା କରି ସୁରକ୍ଷିତ କରିପାରିବେ ଭବିଷ୍ୟତ NPS କ'ଣ ? ନ୍ୟାସନାଲ ପେନସନ୍ ସିଷ୍ଟମରେ ଯେଉଁ ପେନସନ୍ ଖାତା ଗୁଡିକର ପରିଚାଳନା ହୋଇଥାଏ, ସେଥିରେ ସବସ୍କ୍ରାଇବର ନିୟମିତ ଭାବେ ନିଜ ଯୋଗଦାନ ଦେଇପାରିବେ। ଯାହାଫଳରେ ସେମାନଙ୍କ ପାଇଁ ଅବସରକାଳୀନ ଭତ୍ତା ଯୋଗାଡ ହୋଇଥାଏ। ଏହା ସହ ଯୋଗଦାନ ଅବଧି କାଳରେ ଆୟକରରେ ମଧ୍ୟ ରିହାତି ମିଳିଥାଏ। ଏଭଳି ଅନେକ ଉପାୟ ଅଛି ଯାହା ଜରିଆରେ ଆପଣ ଟିୟର...
ନୂଆ ବୀମା ଗାଇଡ୍ ଲାଇନ୍ସ ଆପଣଙ୍କୁ ଦେବ ଅଧିକ ଫାଇଦା ବୀମା କମ୍ପାନୀ ଡିସେମ୍ବର 1ରୁ ଆଇଆରଡିଏଆଇର ନୂଆ ଗାଇଡ୍ ଲାଇନ୍ସ ଲାଗୁ ହେବା ପୂର୍ବରୁ ବିଭିନ୍ନ ଅଫର ଆଣିଛନ୍ତି। ଆଗକୁ ନୂଆ ପ୍ଲାନରେ ଅଧିକ ପ୍ରିମିୟମ୍ ଦେବାକୁ ପଡିବ, ’ରିଟର୍ଣ୍ଣ ଉପରେ କମ ଗ୍ୟାରେଣ୍ଟି ରହିବ ବୋଲି କହି ଗ୍ରାହକଙ୍କୁ ନିଜ ଆଡକୁ ଟାଣିବାକୁ ଉଦ୍ୟମ କରୁଛନ୍ତି। ତେବେ ସତ ହେଲା ଏହି ଲିଟିଟେଡ୍ ପିରିୟଡ୍ ଅଫର ପଛରେ ସୁଚିନ୍ତିତ...